Bhubaneswar Buzz
ମାଟି ଓ ମମତା : A beautiful Odia Short story by Prabir Kumar Sahoo

ମାଟି ଓ ମମତା : A beautiful Odia Short story by Prabir Kumar Sahoo

“ହଇଓ ଘର କଥା ଟିକେ ଚିନ୍ତା କର। ବୟସ କଣ ଆସୁଛି? ତମ ସାଙ୍ଗ ମାନେ ପରା ଭୁବନେଶ୍ୱରରେ ଘର କିଣି ସାରିଲେଣି। ଆମ ପିଲାମାନେ ତ ଯେ ଯାହା ରାସ୍ତା ଧରିଲେ, ତମ ଚାକିରୀ ସରିଲେ ଆମେ ରହିବା କୋଉଠି”? ସୁମି ଟିକେ ବଡ ପାଟିରେ କହିଲା। ଆଗରୁ ବି ସିଏ କହିଛି  ହେଲେ…