Bhubaneswar Buzz
ଅନୁତାପ : A nice Odia short story by Sanjay Kumar Biswal

ଅନୁତାପ : A nice Odia short story by Sanjay Kumar Biswal

ବିଳମ୍ବିତ ରାତି । ସମୟ ପ୍ରାୟ ୧୨ ତା ହେବ । ଡାକ୍ତରଖାନା ରେ ଥାଏ ମୁ ମୋର ଗୋଟେ ସାଙ୍ଗ ସହ । ସବୁ ଆଡେ ଥାଏ ଗଭୀର ନୀରବତା । କିଛି ଅସ୍ପଷ୍ଟଶବ୍ଦ ଶୁଭିବାରୁ ବୁଲିକି ଦେଖିଲି । ରକ୍ତ ରେ ଭିଜା ଥାଏ ଜଣଙ୍କ ଶରୀର । ତାକୁ ଚାହୁଁଚାହୁଁ କୋହରେ…