Bhubaneswar Buzz
Another nice Blog by Deepak Das : ମେରୁଦଣ୍ଡ

Another nice Blog by Deepak Das : ମେରୁଦଣ୍ଡ

  ମୋ କାହାଣୀ ମୁଁ ସେ ସମୟରୁ ଲେଖୁଛି ଯେତେବେଳେ ମୋତେ ୧୮-୨୦ ବର୍ଷ ବୟସ ହେଇଥିବ, ହେତୁ ବି ଠିକ ସେ ପଡୁନି l ଏବେ ୬୦ ପାର କରିବନି ବୋଧେ l କାଳିଆ କସରା ମୋର କେବେଠୁ ଚାଲି ଗଲେଣି , ଶରୀର ରେ ଦମ୍ଭ ଆଉ ନାହିଁ , ଦାଣ୍ଡ ଖଟ ରେ ବସି ରହୁଛି ଦିନ ସାରା , କରିବି କଣ , ଚାଷ ଜମି ତ ସବୁ ପଡିଆ…