ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ (ଅଶୋକାଷ୍ଟମୀ) ତିଥିରୁ ପାଞ୍ଚଦିନ ବ୍ୟାପି ଅନୁଷ୍ଠିତ ହୋଇଥାଏ ରୁକୁଣା ରଥଯାତ୍ରା । ଏହି ରଥଯାତ୍ରାରେ ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଲକ୍ଷ୍ମୀରୂପୀ ରୁକ୍ମିଣୀ ରଥାରୂଢ଼ ହୋଇ ରାମେଶ୍ୱର ମନ୍ଦିର ଅଭିମୁଖେ ଯାତ୍ରା କରିଥାନ୍ତି । ରୁକ୍ମିଣୀଙ୍କ ନାମ ଅନୁସାରେ ଏହି ରଥର…










