Bhubaneswar Buzz

odia

#OdiaPost ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ…

#OdiaPost ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ…

  ବଖାଣି ମହିମା ଧୁନିକୁ ସ୍ଥାପିବା ଶ୍ରୀମୁଖରେ ଆଜ୍ଞା ଦେଲେ୤| ଦାସପଣେ କିଣି ଅର୍ଦ୍ଧବାଟେ ଆଣି କିମ୍ପା ଏତେ ସରି କଲେ ୥||୧୥ ନାହିଁ ମୋ ଭରସା ଉଡ଼ୁଛି ସହସା କି ବୁଦ୍ଧି କରିବି କହ୤| ଜଗତ ସମ୍ଭାଳି ଭଗତଙ୍କୁ ପାଳି ତୁମ୍ଭ ଭାରା ତୁମ୍ଭେ ବହ ୥||୨୥ ଭଗତଙ୍କ ଦୁଃଖ ନିରନ୍ତର ଦେଖ ଲାଗିଲାଟି…